Special Dj Song 2025
Mate Deidele Asubidha Kana -Humane Sagar- Trending Song
 

Sarigala Raja Ethara Emotional Raja Song

Sarigala Raja Ethara  Emotional Raja Song
  • Song Credit : OdiaBazar
  • Song :Sarigala Raja Ethara Emotional Raja Song
  • Label :OdiaBazar
  • Size :5.84 mb
  • Duration :5:06 Minutes
  • Downloads :775 Hits
  • Published On :12 Jun, 2022
  • Category :Raja Special Mp3 Song
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଆଷାଢ଼ ମାସରେ ପ୍ରଥମ ବର୍ଷାର ଆଗମନରେ ମେଘ ଓ ମାଟିର ମିଳନ ହୁଏ । ମାଟି ମା' ହୁଏ ରଜସ୍ୱଳା । କୃଷିପ୍ରଧାନ ଦେଶ ଭାବେ ଖ୍ୟାତି ଲାଭ କରିଥିବା ଆମଦେଶରେ ମାଟି ମା' ବହୁ କିସମର ଫସଲ ଫଳାଇ ଆମରି ହାତରେ ଅଜାଡ଼ି ଦିଏ । ମା'ଟିଏ ଯେମିତି ପ୍ରଜନନ ପୂର୍ବରୁ ବିଶ୍ରାମ ଆବଶ୍ୟକ କରେ, ସେମିତି ପ୍ରଜନନକ୍ଷମ ହେବାକୁ ଯାଉଥିବା ମାଟି ମା'କୁ ରଜ ତିନିଦିନ ବିଶ୍ରାମ ଦିଆଯାଏ ବୋଲି ବିଶ୍ୱାସ ଅଛି । ପହିଲି ରଜରେ ଆରମ୍ଭ ହୁଏ ପ୍ରସ୍ତୁତି ପର୍ବ । ତିନିଦିନ ଧରି ଧରଣୀ ମାତାକୁ ବିଶ୍ରାମ ଦିଆଯାଏ, ଯେଉଁଥିାଇଁ ଭୂ ଖନନ ବାରଣ କରାଯାଇଥାଏ । ମାତୃଜାତି ମଧ୍ୟରେ ଉତ୍ସାହ, ଉନ୍ମାଦନା ଓ ନୂତନ ଶକ୍ତି ଜାଗ୍ରତ କରିବା ପାଇଁ ପାଳନ କରାଯାଇଥାଏ ରଜପର୍ବ । କୁମାରୀମାନଙ୍କ ପାଇଁ ରଜପର୍ବ ହେଉଛି ତାଲିମ ପ୍ରଦାନକାରୀ ପର୍ବ । ଆଷାଢ଼ର ପହିଲି ବର୍ଷାରେ ମାଟି ମା'ର ପ୍ରଜନନ ଶକ୍ତି ଜାଗ୍ରତ ହୋଇଥାଏ, ଏହି କାରଣରୁ ଧରଣୀମାତାକୁ ରଜସ୍ୱଳା ସ୍ତ୍ରୀ ସହିତ ତୁଳନା କରାଯାଏ । ଅବିବାହିତା ଝିଅଙ୍କ ପାଇଁ ଗର୍ଭଧାରଣ କ୍ଷମତା ପ୍ରାପ୍ତିର ଏକ ସାଙ୍କେତିକ ପର୍ବ ହେଉଛି ରଜ ।

Related Songs

File Tags

Sarigala Raja Ethara Emotional Raja Song Mp3 Song,Sarigala Raja Ethara Emotional Raja Song Mp3 Song Download free OdiaBazar.In, Sarigala Raja Ethara Emotional Raja Song bbsrdjs, , Raja Special Mp3 Song OdiaSongs, Raja Special Mp3 Song Ringtone Download , Raja Special Mp3 Song pagalsongs, Sarigala Raja Ethara Emotional Raja Song Pagalworld, Sarigala Raja Ethara Emotional Raja Song Mp3 Song Download freshmaza, Sarigala Raja Ethara Emotional Raja Song Mp3 Song Download, Sarigala Raja Ethara Emotional Raja Song Odiafresh Mp3 Song Download 320kbps 192kbps & 64kbps MP3 Format Download.